Psalms 17:6 — Compare Translations
5 translations compared side by side
Odia - 1840
"ମୁଁ ଯେତବେେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମାେତେ ଉତ୍ତର ଦିଅ। ତଣେୁ ବର୍ତ୍ତମାନ ମାରେ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ। ତେଣୁ ବର୍ତ୍ତମାନ ମୋର କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।