Psalms 17:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭର ଅଦ୍ଭୁତ କରୁଣା ଦଖାେଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସମାନଙ୍କେୁ ଉଦ୍ଧାର କର। ସମାନଙ୍କେର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ୍ ଶକ୍ତି ବ୍ଯବହାର କର। ତଣେୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ୟିଏ ତୁମ୍ଭଠାରେ ଆଶ୍ରଯ ନଇେଛି ଏବଂ ୟିଏ ତୁମ୍ଭର ଅନୁସରଣକାରୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର। ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର। ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍‍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।