Psalms 17:8 — Compare Translations

5 translations compared side by side

Odia - 1840
"ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Odia IRV 2017 (ଓଡିଆ ବାଇବେଲ)
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,