Psalms 18:1 — Compare Translations

5 translations compared side by side

Odia - 1840
"ସେ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ହିଁ ମାରେ ଶକ୍ତିସ୍ବରୂପ, ମୁଁ ତୁମ୍ଭକୁ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କ ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କରିଥିଲେ। ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ, ମୁଁ ତୁମ୍ଭକୁ ଭଲ ପାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।