Psalms 18:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସହେି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ। ସେ ବାଯୁର ଗତିରେ ଉଡ଼ିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ। ସେ ବାୟୁର ଗତିରେ ଉଡ଼ିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।