Psalms 18:11 — Compare Translations

5 translations compared side by side

Odia - 1840
"ପରମେଶ୍ବର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ୟମେିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିୟୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।