Psalms 18:12 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁଙ୍କ ଜ୍ଯୋତିରୁ ଉଜ୍ଜ୍ବଳ ଆଲୋକ ମେଘଖଣ୍ଡ ଦଇେ ନିର୍ଗତ ହେଲା। ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆ ଲୋକିତ ହାଇେ ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା। ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।