Psalms 18:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।