Psalms 18:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣା ବାଣ ପ୍ରଯୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସମାନେଙ୍ଖୁ ଉଚ୍ଛନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ'ଣ ସବୁ ଘଟୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସେମାନଙ୍କୁ ଉଚ୍ଛିନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ’ଣ ସବୁ ଘଟୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।