Psalms 18:15 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବଗରେେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହାଇେ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ଯନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବେଗରେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହୋଇ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ୟନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।