Psalms 18:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉର୍ଦ୍ଧ୍ବରୁ ହସ୍ତ ବଢ଼ାଇ ମାେତେ ଉଦ୍ଧାର କଲେ। ସେ ମାେତେ ସହେି ଗଭୀର ଜଳରୁ ହାତ ବଢ଼ାଇ ଟକେି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଊର୍ଦ୍ଧ୍ଵରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ। ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,