Psalms 18:17 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାଠାରୁେ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାେତେ ଶତ୍ରୁମାନେ ମାେ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ। ତଣେୁ ପରମେଶ୍ବର ମାେତେ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରା; ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ଠାରୁ ଶକ୍ତିଶାଳୀ ଥିଲେ। ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।