Psalms 18:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଭଲ ପାଆନ୍ତି। ତଣେୁ ସେ ମାେତେ ଉଦ୍ଧାର କଲେ, ସେ ମାେତେ ନିରାପଦ ସ୍ଥାନକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଭଲ ପାଆନ୍ତି। ତେଣୁ ସେ ମୋତେ ଉଦ୍ଧାର କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।