Psalms 18:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।