Psalms 18:20 — Compare Translations

5 translations compared side by side

Odia - 1840
"ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ। ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।