Psalms 18:21 — Compare Translations
5 translations compared side by side
Odia - 1840
"କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ। ମୁଁ ପରମେଶ୍ବରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ଵରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ। ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।