Psalms 18:22 — Compare Translations

5 translations compared side by side

Odia - 1840
"ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି। ମୁଁ ତାଙ୍କ ବ୍ଯବସ୍ଥାଗୁଡ଼ିକୁ ପାଳନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି। ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।