Psalms 18:23 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କ ଉଦ୍ଦେଶ୍ଯରେ ପବିତ୍ର କଥା ସତ୍ ଚରିତ୍ର ଥିଲି। ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କ ଉଦ୍ଦେଶ୍ୟରେ ପବିତ୍ର ତଥା ସତ୍ ଚରିତ୍ର ଥିଲି। ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।