Psalms 18:24 — Compare Translations
5 translations compared side by side
Odia - 1840
"ତଣେୁ ମାରେ ସଦାପ୍ରଭୁ ମାେତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।