Psalms 18:26 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ କଥା ନିର୍ମଳ ହୃଦଯର, ତୁମ୍ଭେ ସହେିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ । ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
Odia IRV 2017 (ଓଡିଆ ବାଇବେଲ)
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;