Psalms 18:27 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାୟ୍ଯ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।