Psalms 18:28 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ଦୀପକୁ ଆ ଲୋକିତ କର। ମାେ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ଵଳାଇବ; ସଦାପ୍ରଭୁ ମୋʼ ପରମେଶ୍ଵର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ଦୀପକୁ ଆଲୋକିତ କର। ମୋ’ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।