Psalms 18:29 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସାହାୟ୍ଯରେ ମୁଁ ସୈନ୍ଯମାନଙ୍କ ସହିତ ଲଢ଼ିପାରେ। ପରମେଶ୍ବରଙ୍କ ସାହାୟ୍ଯରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିୟାଇପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ଦ୍ଵାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ଵରଙ୍କ ଦ୍ଵାରା ମୁଁ ପ୍ରାଚୀର ଡିଏଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ। ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।