Psalms 18:30 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଶକ୍ତି ଅତୁଳନୀଯ। ସଦାପ୍ରଭୁଙ୍କ ବାକ୍ଯ ସୁପରୀକ୍ଷିତ, ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ। ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ, ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।