Psalms 18:31 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ବ୍ଯତୀତ ଅନ୍ୟ ପରମେଶ୍ବର ନାହାନ୍ତି। ଆମ୍ଭମାନଙ୍କ ପରମେଶ୍ବରଙ୍କ ବ୍ଯତୀତ ଅନ୍ୟ ଶୈଳ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ଵର କିଏ? ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଶୈଳ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟତୀତ ଅନ୍ୟ ଶୈଳ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?