Psalms 18:32 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମାେତେ ଶୁଦ୍ଧ ଜୀବନୟାପନ କରିବା ପାଇଁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପରମେଶ୍ଵର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମୋତେ ଶୁଦ୍ଧ ଜୀବନଯାପନ କରିବା ପାଇଁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।