Psalms 18:33 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ହରିଣଠାରୁ ଅଧିକ ବଗରେେ ଦୌଡ଼ିବାକୁ ସାହାୟ୍ଯ କରନ୍ତି। ସେ ମାେତେ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ହରିଣଠାରୁ ଅଧିକ ବେଗରେ ଦୌଡ଼ିବାକୁ ସାହାଯ୍ୟ କରନ୍ତି। ସେ ମୋତେ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋ’ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।