Psalms 18:34 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ୟୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମାରେ ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କଇବୋ ପାଇଁ ୟଥେଷ୍ଟ ବଳିଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମୋର ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ।