Psalms 18:35 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କରିଛ ଓ ଜଯଲାଭ କରିବାକୁ ସାହାୟ୍ଯ କରିଛ। ତୁମ୍ଭେ ମାେତେ ତୁମ୍ଭର ଦକ୍ଷିଣ ବାହୁ ଦ୍ବାରା ସାହାୟ୍ଯ କରିଛ। ତୁମ୍ଭେ ମାେତେ ମାରେ ଶତ୍ରୁକୁ ପରାଜିତ କରିବାରେ ସାହାୟ୍ଯ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କରିଛ ଓ ଜୟଲାଭ କରିବାକୁ ସାହାଯ୍ୟ କରିଛ। ତୁମ୍ଭେ ମୋତେ ତୁମ୍ଭର ଦକ୍ଷିଣ ବାହୁ ଦ୍ୱାରା ସାହାଯ୍ୟ କରିଛ। ତୁମ୍ଭେ ମୋତେ ମୋର ଶତ୍ରୁକୁ ପରାଜିତ କରିବାରେ ସାହାଯ୍ୟ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।