Psalms 18:36 — Compare Translations
5 translations compared side by side
Odia - 1840
"ମାରେ ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ୟାହାଫଳରେ ମୁଁ ଦୁର୍ବଳ ହବେି ନାହିଁ ଏବଂ ପଡ଼ିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ଯାହା ଫଳରେ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋ’ ପାଦ ଖସି ଯାଇ ନାହିଁ।