Psalms 18:37 — Compare Translations
5 translations compared side by side
Odia - 1840
"ତା'ପରେ ମୁଁ ମାରେ ଶତ୍ରୁ ପଛରେ ଗୋଡ଼ାଇ ପାରିବି ଓ ସମାନଙ୍କେୁ ଧରି ପାରିବି। ମୁଁ ସମାନଙ୍କେୁ ଧ୍ବଂସ ନ କଲା ପର୍ୟ୍ଯନ୍ତ ଫରେି ଆସିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ମୋର ଶତ୍ରୁ ପଛରେ ଗୋଡ଼ାଇ ପାରିବି ଓ ସେମାନଙ୍କୁ ଧରି ପାରିବି। ମୁଁ ସେମାନଙ୍କୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ଫେରି ଆସିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।