Psalms 18:38 — Compare Translations
5 translations compared side by side
Odia - 1840
"ମୁଁ ମାରେ ଶତ୍ରୁମାନଙ୍କୁ ପରାଜିତ କରିବି। ସମାନେେ ଆଉ ପୁନର୍ବାର ଉଠିପାରିବେ ନାହିଁ। ମାରେ ଶତ୍ରୁମାନେ ମାରେ ପାଦ ତଳେ ପାତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଶତ୍ରୁମାନଙ୍କୁ ପରାଜିତ କରିବି। ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ। ମୋର ଶତ୍ରୁମାନେ ମୋର ପାଦ ତଳେ ପାତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋ’ ପଦ ତଳେ ପତିତ ହେବେ।