Psalms 18:39 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ ୟୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ। ତୁମ୍ଭେ ମାରେ ଶତ୍ରୁମାନଙ୍କୁ ମାେ ନିକଟରେ ପକାଇ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।