Psalms 18:4 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ଯେତବେେଳେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଥିଲେ ମୃତ୍ଯୁର ରଶି ମାେତେ ସେତବେେଳେ ବାନ୍ଧିବାକୁ ଯାଉଥଲା ମାରେ ଚାରିଆଡ଼ୁ। ମୁଁ ବନ୍ଯାରେ କବଳିତ ହାଇେ ମୃତ୍ଯୁ ଆଡ଼କୁ ଭାସି ଚାଲିଥିଲି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ। ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା।