Psalms 18:41 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନ ଥଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ କିନ୍ତୁ ସେ ସମାନଙ୍କେୁ ଉତ୍ତର ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ସାହାଯ୍ୟ ପାଇଁ ଚିତ୍କାର କଲେ, କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ। ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।