Psalms 18:42 — Compare Translations

5 translations compared side by side

Odia - 1840
"ମୁଁ ମାରେ ଶତ୍ରୁମାନଙ୍କୁ ପରାସ୍ତ କରିଛି। ସମାନେେ ଧୂଳି ସଦୃଶ ପବନରେ ଉଡ଼ିୟାଇଛନ୍ତି। ମୁଁ ସମାନଙ୍କେୁ େଛାଟ େଛାଟ ଖଣ୍ଡ କରି ପେଶି ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଶତ୍ରୁମାନଙ୍କୁ ପରାସ୍ତ କରିଛି। ସେମାନେ ଧୂଳି ସଦୃଶ ପବନରେ ଉଡ଼ିଯାଇଛନ୍ତି। ମୁଁ ସେମାନଙ୍କୁ ଛୋଟ ଛୋଟ ଖଣ୍ଡ କରି ପେଶି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।