Psalms 18:44 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ମାେ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମାେତେ ମାନିବେ। ସହେି ବିଦେଶୀମାନେ ମାେତେ ଦେଖି ଭୟଭୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।