Psalms 18:45 — Compare Translations
5 translations compared side by side
Odia - 1840
"ସମାନେେ ଭୟରେ ଦୁର୍ବଳ ହାଇଯେିବେ। ସମାନେେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହାଇେ ବାହାରି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।