Psalms 18:46 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଜୀବନ୍ତ ଅଟନ୍ତି। ମୁଁ ସହେି ଶୈଳକୁ ପ୍ରଶଂସା କରେ। ପରମେଶ୍ବର ମାେତେ ରକ୍ଷା କରନ୍ତି। ସେ ମହାନ୍ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଜୀବନ୍ତ ଅଟନ୍ତି। ମୁଁ ସେହି ଶୈଳକୁ ପ୍ରଶଂସା କରେ। ପରମେଶ୍ୱର ମୋତେ ରକ୍ଷା କରନ୍ତି। ସେ ମହାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।