Psalms 18:47 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେ ପାଇଁ ମାରେ ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମାରେ ନିଯନ୍ତ୍ରଣରେ ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ପାଇଁ ମୋର ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମୋର ନିୟନ୍ତ୍ରଣରେ ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।