Psalms 18:48 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମାେ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମାେତେ ସାହାୟ୍ଯ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମାେତେ ବଞ୍ଚାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।