Psalms 18:5 — Compare Translations
5 translations compared side by side
Odia - 1840
"କବରର ରାଶି ମାରେ ଚାରିଆଡ଼େ ଥିଲା, ମୃତ୍ଯୁର ୟନ୍ତା ମାେ ସମ୍ମୁଖରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ପାଶ ମୋʼ ଉପରେ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
କବରର ରଶି ମୋର ଗ୍ଭରିଆଡ଼େ ଥିଲା, ମୃତ୍ୟୁର ଯନ୍ତା ମୋ’ ସମ୍ମୁଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା।