Psalms 18:50 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନକେ ୟୁଦ୍ଧରେ ଜଯଲାଭ କରିବାକୁ ସାହାୟ୍ଯ କରିଛନ୍ତି। ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରମେ ଦଖାଇେଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦଖାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନେକ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦେଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।