Psalms 18:6 — Compare Translations
5 translations compared side by side
Odia - 1840
"ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ। ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।