Psalms 18:7 — Compare Translations
5 translations compared side by side
Odia - 1840
"ସତେିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ବର୍ଗରାଜ୍ଯର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କୋର୍ଧିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ୱର୍ଗରାଜ୍ୟର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କ୍ରୋଧିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।