Psalms 18:8 — Compare Translations

5 translations compared side by side

Odia - 1840
"ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ବଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ବଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହବୋକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।