Psalms 18:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାଯମାନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆକାଶମଣ୍ତଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାୟମାନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।