Psalms 19:1 — Compare Translations

5 translations compared side by side

Odia - 1840
"ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।