Psalms 19:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ। ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।