Psalms 19:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ୟଦି ତୁମ୍ଭମାନେେ ସଗେୁଡ଼ିକୁ ପାଳନ କର, ତୁମ୍ଭମାନେେ ଉତ୍ତମ ପୁରସ୍କାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।